Online Bible

- Reklamy -




2 ବଂଶାବଳୀ 25:20 - ପବିତ୍ର ବାଇବଲ

20 କିନ୍ତୁ ଅମତ୍‌ସିୟ ତାହା ଶୁଣିଲେ ନାହିଁ। ଏହା ପରମେଶ୍ୱରଙ୍କ ଆଡ଼ୁ ହେଲା। ପରମେଶ୍ୱର ଇସ୍ରାଏଲ ଦ୍ୱାରା ଯିହୁଦାକୁ ପରାସ୍ତ କରିବାକୁ ଯୋଜନା କରିଥିଲେ, କାରଣ ଯିହୁଦାର ଲୋକମାନେ ଇଦୋମର ଲୋକମାନଙ୍କ ଦେବତାର ଅନୁଗାମୀ ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ଵେଷଣ କରିବା ହେତୁରୁ ପରମେଶ୍ଵର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟନା ହେଲା।

Viz kapitola kopírovat

ଓଡିଆ ବାଇବେଲ

20 ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।

Viz kapitola kopírovat




2 ବଂଶାବଳୀ 25:20

Následuj nás:

Reklamy


Reklamy