2 ବଂଶାବଳୀ 25:21 - ପବିତ୍ର ବାଇବଲ21 ତେଣୁ ଇସ୍ରାଏଲର ରାଜା ଯୋୟାଶ୍ ବୈଥ୍-ଶେମଶ୍ ସହରରେ ଯିହୁଦାର ରାଜା ଅମତ୍ସିୟଙ୍କୁ ସାମ୍ନା-ସାମ୍ନି ହୋଇ ଭେଟିଲେ। ବୈଥ୍-ଶେମଶ୍ ଯିହୁଦାର ଅଞ୍ଚଳ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବୈଥ୍ଶେମଶ୍ରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ। Viz kapitolaଓଡିଆ ବାଇବେଲ21 ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ। Viz kapitola |