2 ବଂଶାବଳୀ 25:23 - ପବିତ୍ର ବାଇବଲ23 ଯୋୟାଶ୍ ଯିହୁଦାର ରାଜା ଅମତ୍ସିୟଙ୍କୁ ବୈଥ୍-ଶେମଶ୍ଠାରେ ଧରିଲେ ଓ ତାଙ୍କୁ ଯିରୁଶାଲମକୁ ନେଇଗଲେ। ଅମତ୍ସିୟଙ୍କ ପିତାଙ୍କ ନାମ ଥିଲା ଯୋୟାଶ୍, ଯୋୟାଶଙ୍କ ପିତାଙ୍କର ନାମ ଥିଲା ଯିହୋୟାହସ୍। ଇସ୍ରାଏଲର ରାଜା ଯୋୟାଶ ଇଫ୍ରୟିମ ଫାଟକଠାରୁ କୋଣସ୍ଥିତ ଫାଟକ ପର୍ଯ୍ୟନ୍ତ ଯିରୁଶାଲମର 400 ହାତ ପ୍ରାଚୀରକୁ ଭାଙ୍ଗି ପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବୈଥ୍ଶେମଶ୍ରେ ଯିହୋୟାହସଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ଵାରଠାରୁ କୋଣର ଦ୍ଵାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ। Viz kapitolaଓଡିଆ ବାଇବେଲ23 ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଯିହୋୟାହସ୍ଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଯିହୋୟାହସ୍ଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ। Viz kapitola |