Online Bible

- Reklamy -




2 ବଂଶାବଳୀ 25:27 - ପବିତ୍ର ବାଇବଲ

27 ଯେତେବେଳେ ଅମତ୍‌ସିୟ ସଦାପ୍ରଭୁଙ୍କର ବାଧ୍ୟ ହେବା ବନ୍ଦ କରିଦେଲେ, ଯିରୁଶାଲମର ଲୋକମାନେ ଅମତ୍‌ସିୟଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ। ସେ ଲାଖୀଶ୍ ସହରକୁ ଲୋକମାନଙ୍କୁ ପଠାଇଲେ ଓ ସେମାନେ ସେଠାରେ ଅମତ୍‌ସିୟଙ୍କୁ ହତ୍ୟା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।

Viz kapitola kopírovat

ଓଡିଆ ବାଇବେଲ

27 ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।

Viz kapitola kopírovat




2 ବଂଶାବଳୀ 25:27

Následuj nás:

Reklamy


Reklamy