2 ବଂଶାବଳୀ 25:3 - ପବିତ୍ର ବାଇବଲ3 ଅମତ୍ସିୟ ଜଣେ ପରାକ୍ରମୀ ରାଜା ହେଲେ। ଏହା ପରେ ଯେଉଁ ପଦାଧିକାରୀମାନେ ତାଙ୍କର ପିତା, ରାଜାଙ୍କୁ ହତ୍ୟା କରିଥିଲେ, ସେ ସେହି ପଦାଧିକାରୀମାନଙ୍କୁ ହତ୍ୟା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ। Viz kapitolaଓଡିଆ ବାଇବେଲ3 ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ। Viz kapitola |