Online Bible

- Reklamy -




2 ବଂଶାବଳୀ 25:5 - ପବିତ୍ର ବାଇବଲ

5 ଅମତ୍‌ସିୟ ଯିହୁଦାର ଲୋକମାନଙ୍କୁ ଏକତ୍ର ଠୁଳ କଲେ, ସେ ସେମାନଙ୍କ ବଂଶାନୁଯାୟୀ ସେମାନଙ୍କୁ ଦଳଭୁକ୍ତ କଲେ ଓ ସେ ସେନାଧ୍ୟକ୍ଷ ଓ ସେନାପତିମାନଙ୍କୁ ସେହି ଦଳଗୁଡ଼ିକର ଦାୟିତ୍ୱରେ ରଖିଲେ। ସେହି ନେତାମାନେ ଯିହୁଦା ଓ ବିନ୍ୟାମୀନର ଆଗତ ସମସ୍ତ ସୈନ୍ୟମାନଙ୍କର ଦାୟିତ୍ୱରେ ଥିଲେ। ଯେଉଁ ବ୍ୟକ୍ତିମାନଙ୍କୁ ସୈନ୍ୟରୂପେ ମନୋନୀତ କରାଯାଇଥିଲା, ସେମାନେ କୋଡ଼ିଏ ବର୍ଷ ବା ତତୁର୍ଦ୍ଧ୍ୱ ବୟସର ଥିଲେ। ସର୍ବମୋଟ 300,000 ଦକ୍ଷ ସୈନ୍ୟମାନେ ବର୍ଚ୍ଛା ଓ ଢାଲ ସହିତ ଯୁଦ୍ଧ କରିବା ନିମନ୍ତେ ପ୍ରସ୍ତୁତ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଆହୁରି, ଅମତ୍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।

Viz kapitola kopírovat

ଓଡିଆ ବାଇବେଲ

5 ଆହୁରି, ଅମତ୍‍ସୀୟ ଯିହୁଦା ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍‍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆହୁରି, ଅମତ୍‍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍‍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।

Viz kapitola kopírovat




2 ବଂଶାବଳୀ 25:5

Následuj nás:

Reklamy


Reklamy