2 ବଂଶାବଳୀ 25:7 - ପବିତ୍ର ବାଇବଲ7 କିନ୍ତୁ ପରମେଶ୍ୱରଙ୍କର ଜଣେ ବ୍ୟକ୍ତି ଅମତ୍ସିୟଙ୍କ ନିକଟକୁ ଆସିଲେ। ପରମେଶ୍ୱରଙ୍କର ସେହି ବ୍ୟକ୍ତି କହିଲେ, “ରାଜା, ଇସ୍ରାଏଲର ସୈନ୍ୟମାନଙ୍କୁ ତୁମ୍ଭ ସହିତ ଯିବାକୁ ଦିଅ ନାହିଁ। ସଦାପ୍ରଭୁ ଇସ୍ରାଏଲର ସହିତରେ ନାହାନ୍ତି। ସଦାପ୍ରଭୁ ଇଫ୍ରୟିମର ଲୋକମାନଙ୍କ ସହିତରେ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମାତ୍ର ପରମେଶ୍ଵରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, ହେ ରାଜନ୍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି। Viz kapitolaଓଡିଆ ବାଇବେଲ7 ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, ହେ ରାଜନ୍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, “ହେ ରାଜନ୍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି। Viz kapitola |