2 ବଂଶାବଳୀ 26:11 - ପବିତ୍ର ବାଇବଲ11 ଉଷିୟଙ୍କର ତାଲିମପ୍ରାପ୍ତ ସୈନିକମାନଙ୍କର ଏକ ସୈନ୍ୟଦଳ ଥିଲା। ସେହି ସୈନିକମାନେ ସଚିବ ଯିୟୂୟେଲ ଓ ପଦାଧିକାରୀ ମାସେୟଙ୍କ ଦ୍ୱାରା ବିଭିନ୍ନ ଦଳରେ ଭର୍ତ୍ତି କରାଯାଇ ଥିଲେ। ହନାନୀୟ ସେମାନଙ୍କର ନେତା ଥିଲେ। ଯିୟୂୟେଲ୍ ଓ ମାସେୟ ସେହି ସୈନିକମାନଙ୍କୁ ଗଣନା କରୁଥିଲେ ଓ ବିଭିନ୍ନ ଦଳଭୁକ୍ତ କରୁଥିଲେ। ହନାନୀୟ ରାଜାଙ୍କର ଜଣେ ପଦାଧିକାରୀ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମ; ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୂୟେଲ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ। Viz kapitolaଓଡିଆ ବାଇବେଲ11 ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ। Viz kapitola |