2 ବଂଶାବଳୀ 26:2 - ପବିତ୍ର ବାଇବଲ2 ଊଷିୟ ପୁନର୍ବାର ଏଲତ୍ସହର ନିର୍ମାଣ କଲେ ଓ ଯିହୁଦାକୁ ତାହା ଫେରାଇ ଦେଲେ। ଅମତ୍ସିୟ ମୃତ୍ୟୁ ଭୋଗ କରିବା ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେବାପରେ ଉଷିୟ ଏହା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ରାଜା ଆପଣା ପିତୃଗଣଙ୍କ ସହିତ ଶୟନ କଲା ଉତ୍ତାରେ ଉଷୀୟ ଏଲତ୍-ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ। Viz kapitolaଓଡିଆ ବାଇବେଲ2 ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍-ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ। Viz kapitola |