2 ବଂଶାବଳୀ 26:21 - ପବିତ୍ର ବାଇବଲ21 ରାଜା ଉଷିୟ ଜଣେ କୁଷ୍ଠରୋଗଗ୍ରସ୍ତ। ସେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ପ୍ରବେଶ କରି ପାରିବେ ନାହିଁ। ଉଷିୟଙ୍କ ପୁତ୍ର ଯୋଥମ୍ ରାଜାଙ୍କ ଗୃହକୁ ନିୟନ୍ତ୍ରଣ କଲେ ଓ ଲୋକମାନଙ୍କର ରାଜ୍ୟପାଳ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ଉଷୀୟ ରାଜା ଆପଣା ମରଣଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ୍ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ। Viz kapitolaଓଡିଆ ବାଇବେଲ21 ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ୍ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ। Viz kapitola |