Online Bible

- Reklamy -




2 ବଂଶାବଳୀ 26:3 - ପବିତ୍ର ବାଇବଲ

3 ଉଷିୟ ରାଜା ହେବା ସମୟରେ ଷୋହଳ ବର୍ଷ ବୟସ୍କ ଥିଲେ। ସେ ଯିରୁଶାଲମରେ ବାଉନ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଯିଖଲିୟା। ଯିଖଲିୟା ଯିରୁଶାଲମରୁ ଆସିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାଆନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ-ନିବାସିନୀ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

3 ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।

Viz kapitola kopírovat




2 ବଂଶାବଳୀ 26:3

Následuj nás:

Reklamy


Reklamy