Online Bible

- Reklamy -




2 ବଂଶାବଳୀ 26:5 - ପବିତ୍ର ବାଇବଲ

5 ଉଷିୟ ଜିଖରିୟଙ୍କ ଜୀବନକାଳ ମଧ୍ୟରେ ପରମେଶ୍ୱରଙ୍କର ଅନୁଗମନ କଲେ। ପରମେଶ୍ୱରଙ୍କୁ କିପରି ସମ୍ମାନ କରିବାକୁ ଓ ତାଙ୍କର ବାଧ୍ୟ ହେବାକୁ ହେବ, ତାହା ଜିଖରିୟ ଉଷିୟଙ୍କୁ ଶିକ୍ଷା ଦେଲେ। ଉଷିୟ ଯେତେବେଳେ ସଦାପ୍ରଭୁଙ୍କର ବାଧ୍ୟ ହେଲେ, ପରମେଶ୍ୱର ତାଙ୍କୁ ସଫଳତା ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ପରମେଶ୍ଵରୀୟ ଦର୍ଶନ ସମ୍ଵନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ କାଳ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ, ସେତେ କାଳ ପରମେଶ୍ଵର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

5 ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।

Viz kapitola kopírovat




2 ବଂଶାବଳୀ 26:5

Následuj nás:

Reklamy


Reklamy