2 ବଂଶାବଳୀ 26:7 - ପବିତ୍ର ବାଇବଲ7 ପରମେଶ୍ୱର ଉଷିୟଙ୍କୁ ପଲେଷ୍ଟୀୟ ଲୋକ, ଗୁର୍-ବାଲ୍ ସହରରେ ବାସ କରୁଥିବା ଆରବୀୟ ଓ ମିୟୂନିୟ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାରେ ସାହାଯ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆହୁରି, ପରମେଶ୍ଵର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ। Viz kapitolaଓଡିଆ ବାଇବେଲ7 ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ। Viz kapitola |