2 ବଂଶାବଳୀ 27:1 - ପବିତ୍ର ବାଇବଲ1 ଯୋଥାମ୍ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଷୋହଳ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଥିଲା ଯିରୁଶା। ଯିରୁଶା ସାଦୋକଙ୍କର କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ। Viz kapitolaଓଡିଆ ବାଇବେଲ1 ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ। Viz kapitola |