2 ବଂଶାବଳୀ 28:13 - ପବିତ୍ର ବାଇବଲ13 ସେହି ନେତାମାନେ ଇସ୍ରାଏଲୀୟ ସୈନ୍ୟମାନଙ୍କୁ କହିଲେ, “ଯିହୁଦାର ବନ୍ଦୀମାନଙ୍କୁ ଏଠାକୁ ଆଣ ନାହିଁ। ଯଦି ତୁମ୍ଭେମାନେ ତାହା କରିବ, ତଦ୍ଦ୍ୱାରା ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ଜଘନ୍ୟ ପାପ କରାଇବ। ତାହା ଆମ୍ଭମାନଙ୍କର ପାପ ଓ ଦୋଷକୁ ଆହୁରି ଗୁରୁତ୍ୱ କରିଦେବ ଓ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ଭୟଙ୍କର କ୍ରୋଧ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେମାନେ ବନ୍ଦୀମାନଙ୍କୁ ଏସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମାନସ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ତ କ୍ରୋଧ ରହିଅଛି। Viz kapitolaଓଡିଆ ବାଇବେଲ13 “ତୁମ୍ଭେମାନେ ବନ୍ଦୀମାନଙ୍କୁ ଏହି ସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 “ତୁମ୍ଭେମାନେ ବନ୍ଦୀମାନଙ୍କୁ ଏହି ସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।” Viz kapitola |