2 ବଂଶାବଳୀ 28:16 - ପବିତ୍ର ବାଇବଲ16-17 ସେହି ସମୟରେ, ଇଦୋମର ଲୋକମାନେ ଆଉଥରେ ଆସିଲେ ଓ ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ। ଇଦୋମୀୟମାନେ ଲୋକମାନଙ୍କୁ ଧରିଲେ ଓ ସେମାନଙ୍କୁ ବନ୍ଦୀ କରି ନେଇଗଲେ। ତେଣୁ ରାଜା ଆହସ୍, ଅଶୂରୀୟ ରାଜାଙ୍କୁ ସାହାଯ୍ୟ ମାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ। Viz kapitolaଓଡିଆ ବାଇବେଲ16 ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ। Viz kapitola |