2 ବଂଶାବଳୀ 28:18 - ପବିତ୍ର ବାଇବଲ18 ପଲେଷ୍ଟୀୟ ଲୋକମାନେ ଯିହୁଦାର ମାଳଭୂମିରେ ଓ ଦକ୍ଷିଣରେ ଥିବା ସହରଗୁଡ଼ିକ ଉପରେ ମଧ୍ୟ ଆକ୍ରମଣ କଲେ। ପଲେଷ୍ଟୀୟ ଲୋକମାନେ ବୈଥ୍-ଶେମଶ୍, ଅୟାଲୋନ୍, ଗଦେରୋତ୍, ସୋଖୋ, ତିମ୍ନା ଓ ଗିମ୍ସୋ ସହରଗୁଡ଼ିକୁ ଅଧିକାର କରି ନେଲେ। ସେମାନେ ସୋସ, ତିମ୍ନା ଓ ଗିମତ ଚତୁର୍ପାର୍ଶ୍ୱରେ ଥିବା ଗ୍ରାମଗୁଡ଼ିକୁ ମଧ୍ୟ ଅଧିକାର କଲେ। ଏହା ପରେ ପଲେଷ୍ଟୀୟମାନେ ସେହି ସହରଗୁଡ଼ିକରେ ବାସ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବୈଥ୍ଶେମଶ୍ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ। Viz kapitolaଓଡିଆ ବାଇବେଲ18 ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ। Viz kapitola |