2 ବଂଶାବଳୀ 28:2 - ପବିତ୍ର ବାଇବଲ2 ଆହସ୍ ଇସ୍ରାଏଲର ରାଜାମାନଙ୍କର ମନ୍ଦ ଉଦାହରଣକୁ ଅନୁସରଣ କଲେ। ସେ ବାଲ୍ଦେବତାର ପୂଜା କରିବା ନିମନ୍ତେ ମୂର୍ତ୍ତିମାନ ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍ ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ2 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍ ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ। Viz kapitola |