2 ବଂଶାବଳୀ 28:20 - ପବିତ୍ର ବାଇବଲ20 ଅଶୂରୀୟ ରାଜା ତିଲ୍ଗତ-ପିଲ୍ନେଷର ଆସିଲେ ଓ ଆହସ୍ ରାଜାଙ୍କୁ ସାହାଯ୍ୟ କରିବା ପରିବର୍ତ୍ତେ କଷ୍ଟ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥି ଉତ୍ତାରେ ଅଶୂରର ରାଜା ତିଗ୍ଲତ-ପିଲ୍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା। Viz kapitola |