Online Bible

- Reklamy -




2 ବଂଶାବଳୀ 28:21 - ପବିତ୍ର ବାଇବଲ

21 ଆହସ୍ ସଦାପ୍ରଭୁଙ୍କ ମନ୍ଦିରରୁ, ରାଜାଙ୍କ ଗୃହରୁ ଓ ମାନ୍ୟଗଣଙ୍କଠାରୁ କିଛି ମୂଲ୍ୟବାନ୍ ସାମଗ୍ରୀ ନେଲେ। ଆହସ୍ ସେହି ସାମଗ୍ରୀଗୁଡ଼ିକୁ ଅଶୂରୀୟ ରାଜାଙ୍କୁ ଦେଲେ। କିନ୍ତୁ ସେ ଆହ‌ସଙ୍କୁ କିଛି ସାହାଯ୍ୟ କଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାକୁ ଦେଲେ; ମାତ୍ର ତଦ୍ଦ୍ଵାରା ତାଙ୍କର ସାହାଯ୍ୟ ହେଲା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

21 କାରଣ ଆହସ୍‌ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ଆହସ୍‌ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ।

Viz kapitola kopírovat




2 ବଂଶାବଳୀ 28:21

Následuj nás:

Reklamy


Reklamy