2 ବଂଶାବଳୀ 28:23 - ପବିତ୍ର ବାଇବଲ23 ଦମ୍ମେଶକ ଲୋକମାନେ ଯେଉଁ ଦେବତାର ପୂଜା କରୁଥିଲେ, ସେ ସେମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କଲେ। ଦମ୍ମେଶକୀୟ ଲୋକମାନେ ଆହସଙ୍କୁ ପରାସ୍ତ କଲେ, ତେଣୁ ସେ ମନେ ମନେ ଭାବିଲେ, “ଅରାମର ଲୋକମାନେ ଯେଉଁ ଦେବତାର ପୂଜା କରନ୍ତି, ସେ ସେମାନଙ୍କୁ ସାହାଯ୍ୟ କଲେ। ତେଣୁ ଯଦି ମୁଁ ସେହି ଦେବତାମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କରିବି, ତେବେ ହୁଏତ ସେମାନେ ମୋତେ ମଧ୍ୟ ସାହାଯ୍ୟ କରି ପାରିନ୍ତି।” ଆହସ୍ ସେହି ଦେବତାମାନଙ୍କୁ ପୂଜା କଲେ। ଏହି ପ୍ରକାରେ ସେ ନିଜେ ପାପ କଲେ ଓ ଇସ୍ରାଏଲର ଲୋକମାନଙ୍କୁ ପାପ କରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ନିକଟରେ ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ। Viz kapitolaଓଡିଆ ବାଇବେଲ23 କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ। Viz kapitola |