Online Bible

- Reklamy -




2 ବଂଶାବଳୀ 28:24 - ପବିତ୍ର ବାଇବଲ

24 ଆହସ୍ ପରମେଶ୍ୱରଙ୍କ ମନ୍ଦିରରୁ ସାମଗ୍ରୀ ସବୁ ନେଲେ ଓ ତାହାକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲେ। ଏହା ପରେ ସେ ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାରସବୁ ବନ୍ଦ କରିଦେଲେ। ସେ ଯଜ୍ଞବେଦିସବୁ ନିର୍ମାଣ କଲେ ଓ ସେଗୁଡ଼ିକୁ ଯିରୁଶାଲମର ଗ୍ଭରିଆଡ଼େ ସ୍ଥାପନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏଉତ୍ତାରେ ଆହସ୍ ପରମେଶ୍ଵରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ଵରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ତ ଖଣ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ।

Viz kapitola kopírovat

ଓଡିଆ ବାଇବେଲ

24 ଏଉତ୍ତାରେ ଆହସ୍‌ ପରମେଶ୍ୱରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ୱରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ଡ ଖଣ୍ଡ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଉତ୍ତାରେ ଆହସ୍‌ ପରମେଶ୍ୱରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ୱରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ଡ ଖଣ୍ଡ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ।

Viz kapitola kopírovat




2 ବଂଶାବଳୀ 28:24

Následuj nás:

Reklamy


Reklamy