Online Bible

- Reklamy -




2 ବଂଶାବଳୀ 28:25 - ପବିତ୍ର ବାଇବଲ

25 ଯିହୁଦାର ସମସ୍ତ ସହରରେ ଅନ୍ୟ ଦେବତାମାନଙ୍କ ପୂଜା କରିବା ପାଇଁ ସୁଗନ୍ଧିଧୂପ ଜଳାଇବା ଉଦ୍ଦେଶ୍ୟରେ ଆହସ୍ ଉଚ୍ଚସ୍ଥାନମାନ ନିର୍ମାଣ କଲେ। ଆହ‌ସଙ୍କର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କର ବାଧ୍ୟ ହୋଇଥିଲେ, ସେ ତାଙ୍କୁ ଅତ୍ୟନ୍ତ କ୍ରୋଧାନ୍ୱିତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆହୁରି, ସେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ପାଇଁ ଯିହୁଦାର ପ୍ରତ୍ୟେକ ନଗରରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ସଦାପ୍ରଭୁ ତାଙ୍କର ପିତୃଗଣଙ୍କର ପରମେଶ୍ଵରଙ୍କୁ ବିରକ୍ତ କଲେ।

Viz kapitola kopírovat

ଓଡିଆ ବାଇବେଲ

25 ଆହୁରି, ସେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଯିହୁଦାର ପ୍ରତ୍ୟେକ ନଗରରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ସଦାପ୍ରଭୁ ତାଙ୍କର ପିତୃଗଣଙ୍କର ପରମେଶ୍ୱରଙ୍କୁ ବିରକ୍ତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆହୁରି, ସେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଯିହୁଦାର ପ୍ରତ୍ୟେକ ନଗରରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ସଦାପ୍ରଭୁ ତାଙ୍କର ପିତୃଗଣଙ୍କର ପରମେଶ୍ୱରଙ୍କୁ ବିରକ୍ତ କଲେ।

Viz kapitola kopírovat




2 ବଂଶାବଳୀ 28:25

Následuj nás:

Reklamy


Reklamy