Online Bible

- Reklamy -




2 ବଂଶାବଳୀ 28:26 - ପବିତ୍ର ବାଇବଲ

26 ଆହସ୍ ଅନ୍ୟ ଯେ ସମସ୍ତ କର୍ମ କରିଥିଲେ, ସେହିସବୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ “ଯିହୁଦା ଓ ଇସ୍ରାଏଲର ରାଜାମାନଙ୍କର ପୁସ୍ତକରେ” ଲେଖାଯାଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ତାଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।

Viz kapitola kopírovat

ଓଡିଆ ବାଇବେଲ

26 ତାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।

Viz kapitola kopírovat




2 ବଂଶାବଳୀ 28:26

Následuj nás:

Reklamy


Reklamy