2 ବଂଶାବଳୀ 28:27 - ପବିତ୍ର ବାଇବଲ27 ଆହସ୍ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ଆହସଙ୍କୁ ଯିରୁଶାଲମ ନଗରରେ କବର ଦେଲେ। କିନ୍ତୁ ସେମାନେ ଆହସଙ୍କୁ ଇସ୍ରାଏଲର ରାଜାମାନଙ୍କର କବର ସ୍ଥାନରେ କବର ଦେଲେ ନାହିଁ। ହିଜକିୟ ଆହସଙ୍କ ସ୍ଥାନରେ ନୂତନ ରାଜା ହେଲେ ହିଜକିୟ ଆହସଙ୍କ ପୁତ୍ର ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଉତ୍ତାରେ ଆହସ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ27 ଏଉତ୍ତାରେ ଆହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଉତ୍ତାରେ ଆହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ। Viz kapitola |