Online Bible

- Reklamy -




2 ବଂଶାବଳୀ 28:5 - ପବିତ୍ର ବାଇବଲ

5 ଆହସ୍ ପାପ କଲେ, ତେଣୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମର ରାଜାଙ୍କ ଦ୍ୱାରା ଆହ‌ସଙ୍କୁ ପରାସ୍ତ କଲେ। ଅରାମର ରାଜା ଓ ତାଙ୍କର ସୈନ୍ୟଦଳ ଆହ‌ସଙ୍କୁ ପରାସ୍ତ କଲେ ଓ ଯିହୁଦାର ଅନେକ ଲୋକଙ୍କୁ ବନ୍ଦୀ କରି ନେଲେ। ଅରାମର ରାଜା ସେହି ବନ୍ଦୀମାନଙ୍କୁ ଦମ୍ମେଶକ ନଗରକୁ ନେଇଗଲେ। ସଦାପ୍ରଭୁ ଇସ୍ରାଏଲର ରାଜା ପେକହଙ୍କ ଦ୍ୱାରା ମଧ୍ୟ ଆହ‌ସଙ୍କୁ ପରାସ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ଵର ଅରାମ ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ-ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।

Viz kapitola kopírovat

ଓଡିଆ ବାଇବେଲ

5 ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ-ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ-ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।

Viz kapitola kopírovat




2 ବଂଶାବଳୀ 28:5

Následuj nás:

Reklamy


Reklamy