Online Bible

- Reklamy -




2 ବଂଶାବଳୀ 29:1 - ପବିତ୍ର ବାଇବଲ

1 ହିଜକିୟ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅବିଜା। ଅବିଜା ଜିଖରିୟଙ୍କ କନ୍ୟା ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବିଜା, ସେ ଜିଖରୀୟର କନ୍ୟା ଥିଲେ।

Viz kapitola kopírovat

ଓଡିଆ ବାଇବେଲ

1 ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।

Viz kapitola kopírovat




2 ବଂଶାବଳୀ 29:1

Následuj nás:

Reklamy


Reklamy