2 ବଂଶାବଳୀ 29:12 - ପବିତ୍ର ବାଇବଲ12-14 ଯେଉଁ ଲେବୀୟମାନେ କାର୍ଯ୍ୟ କରିବାକୁ ଆରମ୍ଭ କଲେ, ସେମାନଙ୍କର ତାଲିକା ଏହି: କହାତ୍ ବଂଶର ଅମାସୟଙ୍କ ପୁତ୍ର ମାହତ୍ ଓ ଅସରିୟଙ୍କ ପୁତ୍ର ଯୋୟେଲ ଥିଲେ। ମରାରି ବଂଶଧରର ଅବ୍ଦିଙ୍କ ପୁତ୍ର କୀଶ୍ ଓ ଯିହୋଲିଲେଲଙ୍କ ପୁତ୍ର ଅସରିୟ ଥିଲେ। ଗେର୍ଶୋନ ବଂଶଧରରୁ ସିମ୍ମଙ୍କ ପୁତ୍ର ଯୋୟାହ ଓ ଯୋୟାହଙ୍କ ପୁତ୍ର ଏଦନ୍ ଥିଲେ। ଇଲିଶାଫନଙ୍କ ବଂଶଧରମାନଙ୍କ ମଧ୍ୟରୁ ଜିଖରିୟ ଓ ମତ୍ତନିୟ ଥିଲେ। ହେମନଙ୍କ ବଂଶଧରମାନଙ୍କ ମଧ୍ୟରୁ ଯିହୀୟେଲ୍ ଓ ଶିମିୟି ଥିଲେ। ଯିଦୂଥୂନଙ୍କ ବଂଶଧରମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୂୟେଲ ଥିଲେ। ଆସଫ୍ ବଂଶଧରମାନଙ୍କ ମଧ୍ୟରୁ ଶମୟିୟ ଓ ଉଷିୟେଲ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି ସନ୍ତାନଗଣ ମଧ୍ୟରୁ ଅବ୍ଦିର ପୁତ୍ର କୀଶ୍ ଓ ଯିହୋଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟ-ମାନଙ୍କ ମଧ୍ୟରୁ ସିସ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ, Viz kapitolaଓଡିଆ ବାଇବେଲ12 ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି ସନ୍ତାନଗଣ ମଧ୍ୟରୁ ଅବ୍ଦିର ପୁତ୍ର କୀଶ୍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି-ସନ୍ତାନଗଣ ମଧ୍ୟରୁ ଅବ୍ଦିର ପୁତ୍ର କୀଶ୍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ, Viz kapitola |