Online Bible

- Reklamy -




2 ବଂଶାବଳୀ 29:18 - ପବିତ୍ର ବାଇବଲ

18 ଏହା ପରେ ସେମାନେ ରାଜା ହିଜକିୟଙ୍କ ନିକଟକୁ ଗଲେ। ସେମାନେ ତାଙ୍କୁ କହିଲେ, “ରାଜା ହିଜକିୟ, ଆମ୍ଭେମାନେ ସଦାପ୍ରଭୁଙ୍କ ସମଗ୍ର ମନ୍ଦିର, ସୁଗନ୍ଧିଧୂପ ଜ୍ୱଳାଇବାର ଯଜ୍ଞବେଦି ଓ ମନ୍ଦିରସ୍ଥ ସମସ୍ତ ବିଷୟକୁ ପରିଷ୍କାର କରିଅଛୁ। ଧାଡ଼ିଧାଡ଼ି ଦର୍ଶନୀୟ ରୋଟୀ ରଖାଯିବାର ମେଜ ଓ ମେଜରେ ବ୍ୟବହୃତ ସାମଗ୍ରୀକୁ ଆମ୍ଭେମାନେ ପରିଷ୍କାର କରିଅଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ କତିକି ଯାଇ କହିଲେ, ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୋଟୀର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ।

Viz kapitola kopírovat

ଓଡିଆ ବାଇବେଲ

18 ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ ନିକଟକୁ ଯାଇ କହିଲେ, ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୁଟିର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ ନିକଟକୁ ଯାଇ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୁଟିର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ।

Viz kapitola kopírovat




2 ବଂଶାବଳୀ 29:18

Následuj nás:

Reklamy


Reklamy