Online Bible

- Reklamy -




2 ବଂଶାବଳୀ 29:19 - ପବିତ୍ର ବାଇବଲ

19 ଆହସ୍ ରାଜା ଥିବା ସମୟରେ ପରମେଶ୍ୱରଙ୍କର ବିରୁଦ୍ଧରେ ବିଦ୍ରୋହ କଲେ। ସେ ମନ୍ଦିର ମଧ୍ୟରେ ଥିବା ଅନେକ ସାମଗ୍ରୀକୁ ଫୋପାଡ଼ି ଦେଇଥିଲେ। କିନ୍ତୁ ଆମ୍ଭେମାନେ ସେହିସବୁ ସାମଗ୍ରୀକୁ ନିରୂପିତ କରିଅଛୁ ଓ ସେଗୁଡ଼ିକୁ ବିଶେଷ ବ୍ୟବହାର ନିମନ୍ତେ ପ୍ରସ୍ତୁତ କରିଅଛୁ। ସେଗୁଡ଼ିକ ବର୍ତ୍ତମାନ ସଦାପ୍ରଭୁଙ୍କ ଯଜ୍ଞବେଦିର ସମ୍ମୁଖରେ ଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆହୁରି, ଆହସ୍ ରାଜା ଆପଣା ରାଜତ୍ଵ ସମୟରେ ସତ୍ୟଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।

Viz kapitola kopírovat

ଓଡିଆ ବାଇବେଲ

19 ଆହୁରି, ଆହସ୍‌ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆହୁରି, ଆହସ୍‌ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”

Viz kapitola kopírovat




2 ବଂଶାବଳୀ 29:19

Následuj nás:

Reklamy


Reklamy