2 ବଂଶାବଳୀ 29:2 - ପବିତ୍ର ବାଇବଲ2 ହିଜକିୟ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ କର୍ମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ। Viz kapitolaଓଡିଆ ବାଇବେଲ2 ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ। Viz kapitola |