2 ବଂଶାବଳୀ 29:26 - ପବିତ୍ର ବାଇବଲ26 ତେଣୁ ଲେବୀୟମାନେ ଦାଉଦଙ୍କ ବାଦ୍ୟଯନ୍ତ୍ରସବୁ ସହିତ ପ୍ରସ୍ତୁତ ହୋଇ ଠିଆ ହେଲେ ଓ ଯାଜକମାନେ ସେମାନଙ୍କର ତୂରୀ ସହିତ ପ୍ରସ୍ତୁତ ହୋଇ ଠିଆ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ। Viz kapitolaଓଡିଆ ବାଇବେଲ26 ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ। Viz kapitola |