Online Bible

- Reklamy -

2 ବଂଶାବଳୀ 29:27 - ପବିତ୍ର ବାଇବଲ

27 ଏହା ପରେ ହିଜକିୟ ବେଦି ଉପରେ ବଳିଦାନ ଉପହାର ଉତ୍ସର୍ଗ କରିବାକୁ ଆଦେଶ ଦେଲେ। ହୋମବଳି ଉପହାରର ଉତ୍ସର୍ଗ ଯେତେବେଳେ ଆରମ୍ଭ ହେଲା, ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସଙ୍ଗୀତ ଗାନ ଆରମ୍ଭ ହେଲା। ତୂରୀ ବଜାଗଲା ଓ ଇସ୍ରାଏଲ ରାଜା ଦାଉଦଙ୍କ ବାଦ୍ୟଯନ୍ତ୍ର ସବୁ ବଜାଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।

Viz kapitola kopírovat

2 ବଂଶାବଳୀ 29:27

Následuj nás:

Reklamy

Reklamy