2 ବଂଶାବଳୀ 29:36 - ପବିତ୍ର ବାଇବଲ36 ପରମେଶ୍ୱର ତାଙ୍କର ଲୋକମାନଙ୍କ ନିମନ୍ତେ ଯେଉଁସବୁ ବିଷୟ ପ୍ରସ୍ତୁତ କରିଥିଲେ, ସେଥିନିମନ୍ତେ ହିଜକିୟ ଓ ଲୋକମାନେ ଅତ୍ୟନ୍ତ ଆନନ୍ଦିତ ଥିଲେ। ଆଉ ସେ ତାହା ଏତେ ଶୀଘ୍ର କଲେ, ଯେ ସେଥିନିମନ୍ତେ ସେମାନେ ଆନନ୍ଦିତ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, ପରମେଶ୍ଵର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍ ସାଧିତ ହେଲା। Viz kapitolaଓଡିଆ ବାଇବେଲ36 ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍ ସାଧିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍ ସାଧିତ ହେଲା। Viz kapitola |