2 ବଂଶାବଳୀ 29:4 - ପବିତ୍ର ବାଇବଲ4 ହିଜକିୟ ଯାଜକ ଓ ଲେବୀୟମାନଙ୍କୁ ଏକ ସଭାରେ ସମ୍ମିଳିତ କରାଇଲେ। ମନ୍ଦିରର ପୂର୍ବ ପାର୍ଶ୍ୱସ୍ଥ ଉନ୍ମୁକ୍ତ ପ୍ରାଙ୍ଗଣରେ ସେ ସେମାନଙ୍କ ସହିତ ଏକ ସଭା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଅଣାଇ ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ, Viz kapitolaଓଡିଆ ବାଇବେଲ4 ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ, Viz kapitola |