2 ବଂଶାବଳୀ 29:5 - ପବିତ୍ର ବାଇବଲ5 ହିଜକିୟ ସେମାନଙ୍କୁ କହିଲେ, “ହେ ଲେବୀୟମାନେ, ମୋ’ କଥା ଶୁଣ। ତୁମ୍ଭର ପୂର୍ବପୁରୁଷମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ମନ୍ଦିରରେ ସେବା କରିବା ପାଇଁ ନିଜକୁ ଉତ୍ସର୍ଗୀକୃତ କର। ଅପବିତ୍ର ବସ୍ତୁକୁ ମନ୍ଦିରରୁ ବାହାର କରିନିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୌଚ ଦୂର କର। Viz kapitolaଓଡିଆ ବାଇବେଲ5 “ହେ ଲେବୀୟମାନେ, ତୁମ୍ଭେମାନେ ମୋ’ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର। Viz kapitola |