2 ବଂଶାବଳୀ 3:15 - ପବିତ୍ର ବାଇବଲ15 ଶଲୋମନ ମନ୍ଦିରର ସମ୍ମୁଖରେ ଦୁଇଟି ସ୍ତମ୍ଭ ରଖିଲେ। ଏହି ସ୍ତମ୍ଭ ପଞ୍ଚତିରିଶ୍ ହାତ ଉଚ୍ଚ ଥିଲା। ଏହି ସ୍ତମ୍ଭ ଦୁଇଟିର ଅଗ୍ରଭାଗ ପାଞ୍ଚ ହାତରୁ ଟିକେ ଅଧିକ ଲମ୍ବ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ତାଳି ପାଞ୍ଚ ହାତ ଥିଲା। Viz kapitolaଓଡିଆ ବାଇବେଲ15 ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ଡାଳି ପାଞ୍ଚ ହାତ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ଡାଳି ପାଞ୍ଚ ହାତ ଥିଲା। Viz kapitola |