Online Bible

- Reklamy -




2 ବଂଶାବଳୀ 3:17 - ପବିତ୍ର ବାଇବଲ

17 ଏହା ପରେ ଶଲୋମନ ମନ୍ଦିର ସମ୍ମୁଖରେ ସ୍ତମ୍ଭ ଦୁଇଟିକୁ ଛିଡ଼ା କରାଇଲେ। ଗୋଟିଏ ସ୍ତମ୍ଭ ବାମ ପାର୍ଶ୍ୱରେ ଓ ଅନ୍ୟଟି ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହେଲା। ଦକ୍ଷିଣ ପାର୍ଶ୍ୱରେ ଥିବା ସ୍ତମ୍ଭର ନାମ ଶଲୋମନ “ଯାଖୀନ୍” ରଖିଲେ। ଏବଂ ବାମ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ଶଲୋମନ “ବୋୟସ୍” ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ଯାଖୀନ୍ ଓ ବାମ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ବୋୟସ୍ ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

17 ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ଯାଖୀନ୍‍ ଓ ବାମ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ବୋୟସ୍‍ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ଯାଖୀନ୍‍ ଓ ବାମ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ବୋୟସ୍‍ ରଖିଲେ।

Viz kapitola kopírovat




2 ବଂଶାବଳୀ 3:17

Následuj nás:

Reklamy


Reklamy