2 ବଂଶାବଳୀ 30:11 - ପବିତ୍ର ବାଇବଲ11 କିନ୍ତୁ ଆଶେର୍, ମନଃଶି ଓ ସବୂଲୂନର କେତେକ ଲୋକ ସେମାନଙ୍କୁ ନମ୍ର କଲେ ଓ ଯିରୁଶାଲମକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତଥାପି ଆଶେର୍ର ଓ ମନଃଶିର ଓ ସବୂଲୁନ୍ର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ। Viz kapitolaଓଡିଆ ବାଇବେଲ11 ତଥାପି ଆଶେରର ଓ ମନଃଶିର ଓ ସବୂଲୂନର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତଥାପି ଆଶେରର ଓ ମନଃଶିର ଓ ସବୂଲୂନର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ। Viz kapitola |