2 ବଂଶାବଳୀ 30:21 - ପବିତ୍ର ବାଇବଲ21 ଯିରୁଶାଲମରେ ଇସ୍ରାଏଲର ସନ୍ତାନମାନେ ତାଡ଼ୀଶୂନ୍ୟ ପାଉଁରୋଟୀର ପର୍ବ ସାତ ଦିନ ପର୍ଯ୍ୟନ୍ତ ପାଳନ କଲେ। ସେମାନେ ଅତ୍ୟନ୍ତ ଆନନ୍ଦିତ ଥିଲେ। ଲେବୀୟ ଓ ଯାଜକମାନେ ପ୍ରତିଦିନ ସେମାନଙ୍କର ସମସ୍ତ ଶକ୍ତି ସହିତ ସଦାପ୍ରଭୁଙ୍କର ପ୍ରଶଂସା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟଧ୍ଵନିରେ ଗାନ କରି ପ୍ରତି ଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ। Viz kapitolaଓଡିଆ ବାଇବେଲ21 ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତି ଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତିଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ। Viz kapitola |