2 ବଂଶାବଳୀ 30:22 - ପବିତ୍ର ବାଇବଲ22 ସଦାପ୍ରଭୁଙ୍କ ସେବାକାର୍ଯ୍ୟ କିପରି କରିବାକୁ ହେବ, ଏହା ଯେଉଁ ଲେବୀୟମାନେ ଜାଣିଥିଲେ, ସେମାନଙ୍କୁ ରାଜା ହିଜକିୟ ଉତ୍ସାହିତ କଲେ। ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ ପାଳନ କଲେ ଓ ବଳି ଉତ୍ସର୍ଗ କଲେ। ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ ଓ ପ୍ରଶଂସା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକୀୟ ଚିତ୍ତ ପ୍ରବୋଧକ କଥା କହିଲେ। ତହୁଁ ସେମାନେ ପର୍ବର ସାତ ଦିନଯାକ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ଵରଙ୍କ ନିକଟରେ ସ୍ଵୀକାର କଲେ। Viz kapitolaଓଡିଆ ବାଇବେଲ22 ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକୀୟ ଚିତ୍ତ ପ୍ରବୋଧକ କଥା କହିଲେ। ତହୁଁ ସେମାନେ ପର୍ବର ସାତ ଦିନସାରା ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ସ୍ୱୀକାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକୀୟ ଚିତ୍ତ ପ୍ରବୋଧକ କଥା କହିଲେ। ତହୁଁ ସେମାନେ ପର୍ବର ସାତ ଦିନସାରା ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ସ୍ୱୀକାର କଲେ। Viz kapitola |