2 ବଂଶାବଳୀ 30:23 - ପବିତ୍ର ବାଇବଲ23 ସବୁ ଲୋକମାନେ ଆଉ ଅଧିକ ସାତ ଦିନ ରହିବା ନିମନ୍ତେ ସମ୍ମତ ହେଲେ। ସେମାନେ ଆହୁରି ସାତ ଦିନ ପର୍ଯ୍ୟନ୍ତ ନିସ୍ତାରପର୍ବ ପାଳନ କରି ଅତ୍ୟନ୍ତ ଆନନ୍ଦିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ। Viz kapitolaଓଡିଆ ବାଇବେଲ23 ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ। Viz kapitola |