Online Bible

- Reklamy -

2 ବଂଶାବଳୀ 30:24 - ପବିତ୍ର ବାଇବଲ

24 ଯିହୁଦାର ରାଜା ହିଜକିୟ ସମ୍ମିଳିତ ଜନତାକୁ 1,000 ବଳଦ ଓ 7,000 ମେଷକୁ ହତ୍ୟାକରି ଭୋଜନ କରିବା ନିମନ୍ତେ ପ୍ରଦାନ କଲେ। ନେତାମାନେ ସମ୍ମିଳିତ ଜନତାକୁ 1,000 ବଳଦ ଓ 10,000 ମେଷ ଦେଲେ। ଅନେକ ଯାଜକମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ।

Viz kapitola kopírovat

2 ବଂଶାବଳୀ 30:24

Následuj nás:

Reklamy

Reklamy