2 ବଂଶାବଳୀ 30:26 - ପବିତ୍ର ବାଇବଲ26 ତେଣୁ ଯିରୁଶାଲମରେ ମହାଆନନ୍ଦ ହେଲା। ଇସ୍ରାଏଲର ରାଜା ଦାଉଦଙ୍କ ପୁତ୍ର ଶଲୋମନଙ୍କ ସମୟରେ ଏପରି ଆନନ୍ଦ ଉତ୍ସବ ହୋଇଥିଲା, ଆଉ କେବେ ହେଁ ହୋଇ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା। Viz kapitolaଓଡିଆ ବାଇବେଲ26 ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା। Viz kapitola |