2 ବଂଶାବଳୀ 30:5 - ପବିତ୍ର ବାଇବଲ5 ତେଣୁ ସେମାନେ ବେର୍ଶେବା ସହରଠାରୁ ଦାନ୍ ସହର ପର୍ଯ୍ୟନ୍ତ ଇସ୍ରାଏଲର ପ୍ରତ୍ୟେକ ସ୍ଥାନରେ ଏହା ଘୋଷଣା କଲେ। ସେମାନେ ଲୋକମାନଙ୍କୁ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିବା ପାଇଁ ଯିରୁଶାଲମକୁ ଆସିବାକୁ କହିଲେ। ମୋଶାଙ୍କ ଦତ୍ତ ବ୍ୟବସ୍ଥା ନିୟମରେ ଯେଉଁ ପ୍ରକାର ଭାବେ ନିସ୍ତାରପର୍ବ ପାଳନ କରିବାକୁ କୁହାଯାଇଅଛି, ସେ ପ୍ରକାର ଭାବେ ଇସ୍ରାଏଲର ବହୁତ ସଂଖ୍ୟକ ଲୋକ ଅନେକ ବର୍ଷ ଧରି ପାଳନ କରି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ। Viz kapitolaଓଡିଆ ବାଇବେଲ5 ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବା ଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ। Viz kapitola |