Online Bible

- Reklamy -




2 ବଂଶାବଳୀ 30:6 - ପବିତ୍ର ବାଇବଲ

6 ତେଣୁ ବାର୍ତ୍ତାବାହକମାନେ ରାଜାଙ୍କର ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସମସ୍ତ ଅଞ୍ଚଳକୁ ଗଲେ। ସେହି ପତ୍ରରେ ଏହିପରି ଲେଖାଥିଲା। “ଇସ୍ରାଏଲ ସନ୍ତାନଗଣ, ଅବ୍ରହାମ, ଇ‌ସ୍‌ହାକ ଓ ଇସ୍ରାଏଲ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ତାଙ୍କ ନିକଟକୁ ଫେରି ଆସ। ଯେଉଁ ଲୋକମାନେ ବର୍ତ୍ତମାନ ସୁଦ୍ଧା ଜୀବିତ ଅଛ ଓ ଅଶୂର ରାଜାର କବଳରୁ ଖସି ଆସିଛ, ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଫେରି ଆସିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତି-ମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ରଣଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ।

Viz kapitola kopírovat

ଓଡିଆ ବାଇବେଲ

6 ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, “ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ।

Viz kapitola kopírovat




2 ବଂଶାବଳୀ 30:6

Následuj nás:

Reklamy


Reklamy