2 ବଂଶାବଳୀ 30:8 - ପବିତ୍ର ବାଇବଲ8 ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କ ପରି ଦାମ୍ଭିକ ହୁଅ ନାହିଁ। କିନ୍ତୁ ଇଚ୍ଛୁକ ହୃଦୟର ସହିତ ସଦାପ୍ରଭୁଙ୍କର ଆଜ୍ଞାକାରୀ ହୁଅ। ସେହି ପବିତ୍ର ସ୍ଥାନକୁ ଆସ। ସଦାପ୍ରଭୁ ତାଙ୍କ ପବିତ୍ର ସ୍ଥାନକୁ ଚିରଦିନ ନିମନ୍ତେ ପବିତ୍ର କରିଛନ୍ତି। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର। ତେବେ ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭମାନଙ୍କଠାରୁ ନିବୃତ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ତ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣା-ମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ସେବା କର। Viz kapitolaଓଡିଆ ବାଇବେଲ8 ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର। Viz kapitola |