2 ବଂଶାବଳୀ 31:10 - ପବିତ୍ର ବାଇବଲ10 ସାଦୋକ୍ ବଂଶର ମୁଖ୍ୟଯାଜକ ଅସରିୟ ହିଜକିୟଙ୍କୁ କହିଲେ, “ଲୋକମାନେ ଯେଉଁ ସମୟଠାରୁ ସଦାପ୍ରଭୁଙ୍କ ଗୃହକୁ ଉପହାରସବୁ ଆଣିବା ଆରମ୍ଭ କଲେ, ସେହି ସମୟଠାରୁ ଆମ୍ଭେମାନେ ପ୍ରଚୁର ଖାଦ୍ୟ ଭୋଜନ କରିବାକୁ ପାଉଅଛୁ। ଆମ୍ଭମାନଙ୍କ ଉଦର ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ଆମ୍ଭେମାନେ ଭୋଜନ କରି ସାରିଲୁଣି ଓ ଆହୁରି ପ୍ରଚୁର ବଳି ପଡ଼ିଅଛି! ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି। ସେଥିନିମନ୍ତେ ଆମ୍ଭମାନଙ୍କର ଏତେ ଖାଦ୍ୟ ବଳିପଡ଼ୁଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି। Viz kapitolaଓଡିଆ ବାଇବେଲ10 ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ୍ ଦ୍ରବ୍ୟରାଶି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, “ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି।” Viz kapitola |