2 ବଂଶାବଳୀ 31:4 - ପବିତ୍ର ବାଇବଲ4 ହିଜକିୟ ଯିରୁଶାଲମରେ ବାସ କରୁଥିବା ଲୋକମାନଙ୍କୁ ସେମାନଙ୍କର ଶସ୍ୟର ପ୍ରଥମ ଅଂଶ ଯାଜକ ଓ ଲେବୀୟମାନଙ୍କୁ ଦେବା ନିମନ୍ତେ ଆଦେଶ ଦେଲେ, ଯେଉଁଥିପାଇଁ ଯାଜକ ଓ ଲେବୀୟମାନେ ବ୍ୟବସ୍ଥା ନିୟମାନୁଯାୟୀ କାର୍ଯ୍ୟ କରିବାରେ ସେମାନଙ୍କର ସମସ୍ତ ସମୟ ଅତିବାହିତ କରି ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ। Viz kapitolaଓଡିଆ ବାଇବେଲ4 ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ। Viz kapitola |