2 ବଂଶାବଳୀ 32:18 - ପବିତ୍ର ବାଇବଲ18 ଏହା ପରେ ଅଶୂରର ରାଜାର ଭୃତ୍ୟମାନେ ଯିରୁଶାଲମର ପ୍ରାଚୀର ଉପରେ ଥିବା ଲୋକମାନଙ୍କୁ ଉଚ୍ଚସ୍ୱରରେ ଡାକିଲେ। ସେହି ଭୃତ୍ୟମାନେ ଯିରୁଶାଲମର ଲୋକମାନଙ୍କୁ ଭୟଭୀତ କରାଇବା ନିମନ୍ତେ ଏହିପରି କଲେ। ସେମାନେ ଯେପରି ଯିରୁଶାଲମ ନଗରକୁ ହସ୍ତଗତ କରି ପାରନ୍ତି, ସେଥିନିମନ୍ତେ ସେହିସବୁ କଥା କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ, ଯିରୂଶାଲମର ଯେଉଁ ଲୋକମାନେ ପ୍ରାଚୀର ଉପରେ ଥିଲେ, ସେମାନଙ୍କୁ ଭୟାର୍ତ୍ତ ଓ ବ୍ୟାକୁଳ କରି ନଗର ହସ୍ତଗତ କରିବା ପାଇଁ ସେମାନେ ଯିହୁଦୀ ଭାଷାରେ ଉଚ୍ଚୈଃସ୍ଵରରେ ଡାକି କହିଲେ। Viz kapitolaଓଡିଆ ବାଇବେଲ18 ଆଉ, ଯିରୂଶାଲମର ଯେଉଁ ଲୋକମାନେ ପ୍ରାଚୀର ଉପରେ ଥିଲେ, ସେମାନଙ୍କୁ ଭୟାର୍ତ୍ତ ଓ ବ୍ୟାକୁଳ କରି ନଗର ହସ୍ତଗତ କରିବା ପାଇଁ ସେମାନେ ଯିହୁଦୀୟ ଭାଷାରେ ଉଚ୍ଚୈଃସ୍ୱରରେ ଡାକି କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ଯିରୂଶାଲମର ଯେଉଁ ଲୋକମାନେ ପ୍ରାଚୀର ଉପରେ ଥିଲେ, ସେମାନଙ୍କୁ ଭୟାର୍ତ୍ତ ଓ ବ୍ୟାକୁଳ କରି ନଗର ହସ୍ତଗତ କରିବା ପାଇଁ ସେମାନେ ଯିହୁଦୀୟ ଭାଷାରେ ଉଚ୍ଚସ୍ୱରରେ ଡାକି କହିଲେ। Viz kapitola |